କେହି ଦଖଲ କରିପାରିବେନି ଆଦିବାସୀଙ୍କ ଜମି : ରାଜସ୍ଵ ମନ୍ତ୍ରୀ
ଭୁବନେଶ୍ଵର: ରାଜ୍ୟରେ କେହି ଆଦିବାସୀଙ୍କ ଜମି ଦଖଲ କରିପାରିବେନି। ଆଜି ବିଧାନସଭା ପ୍ରଶ୍ନକାଳରେ ଏଭଳି କିଛି ଉତ୍ତର ରଖିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯଦି କେହି ଆଦିବାସୀଙ୍କ ଜମି କିଣନ୍ତି, ତେବେ ତାହାକୁ ବେଆଇନ ଘୋଷଣା କରାଯିବା ସହ ଉଚ୍ଛେଦ କରି ଫେରସ୍ତ!-->…