ଚିକିତ୍ସା ସେବାରେ ବିଳମ୍ବରୁ ମେଡିକାଲ କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କୁ ମାଡ, ଜଣେ ଗିରଫ
ହିଞ୍ଜିଳିକାଟୁ : ଚିକିତ୍ସା ସେବା ଯୋଗାଇବାରେ ବିଳମ୍ବ ହେବାରୁ ୨ ଯୁବକ ମେଡିକାଲ କର୍ମଚାରୀ ଓ ସୁରକ୍ଷା କର୍ମୀଙ୍କୁ ମାଡ ମାରିବା ସହ ମେଡିକାଲ ପରିସରରେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି । ଏଭଳି ଏକ ଘଟଣା ମଙ୍ଗଳବାର ଭୋର ସକାଳୁ ଆଡପଡା ଗ୍ରାମରେ ଦେଖିବାକୁ ମିଳିଛି । ୨ ଯୁବକଙ୍କ ମାଡରେ!-->…