ସମ୍ଭଲ ଯାତ୍ରା ବେଳେ ହାଇଡ୍ରାମା; ରାହୁଲ ଓ ପ୍ରିୟଙ୍କାଙ୍କୁ ଅଟକାଇଲା ପୁଲିସ
ଲକ୍ଷ୍ନୌ : ଉତ୍ତରପ୍ରଦେଶର ସମ୍ଭଲରେ ଘଟିଥିବା ହିଂସାକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଆଜି (ବୁଧବାର) କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଧରି ସମ୍ଭଲ ଯାତ୍ରାରେ ବାହାରିଥିଲେ ମଧ୍ୟ ଏହି ଯାତ୍ରା ସଫଳ ହୋଇପାରିନାହିଁ।!-->…