୨ ବର୍ଷରେ ରାଜ୍ୟରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କାମୁଡ଼ିଛି କୁକୁର
ଭୁବନେଶ୍ବର : ୨୦୨୩ ଜାନୁଆରୀରୁ ୨୦୨୪ ନଭେମ୍ବର ମାସ ପର୍ଯ୍ୟନ୍ତ ରାଜ୍ୟରେ ୫ ଲକ୍ଷ ୨ ହଜାର ୬୭୨ ଜଣଙ୍କୁ କୁକୁର କାମୁଡ଼ିଛି। ଆଜି ବିଧାନସଭାରେ ଏହି ତଥ୍ୟ ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ବିଧାୟକ କାଡ୍ରାକା ଆପାଲାସ୍ୱାମୀଙ୍କ ଏକ ପ୍ରଶ୍ନର ଉତ୍ତରରେ!-->…