୬ ଯାଏଁ ହାଲୁକା ବର୍ଷିବ, ଶୀତ କମିବ
ଭୁବନେଶ୍ବର: ବାତ୍ୟା ଫେଙ୍ଗାଲ ପ୍ରଭାବରେ ବଙ୍ଗୋପସାଗରରୁ ପବନ ଉପକୂଳ ମୁହାଁଇଥିବା ବେଳେ ଏବେ ଏହାର ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଗତ ୨୪ ୨୪ ଘଣ୍ଟା ଭିତରେ ମୋଟ ୮ ଜିଲ୍ଲାରେ କାଭାଁ ବର୍ଷା ହୋଇଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା,!-->…