ଦକ୍ଷିଣ ଓଡିଶା ପାଇଁ ଟାସ୍କଫୋର୍ସ ଗଠନ: ୩୦ ଦିନରେ ଦେବ ରିପୋର୍ଟ
ଭୁବନେଶ୍ବର: ଦକ୍ଷିଣ ଓଡିଶା ବିକାଶ ପରିଷଦ ଗଠନ ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି ରାଜ୍ୟ ସରକାର । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଥିବା ବେଳେ ଦକ୍ଷିଣ ଓଡିଶା ବିକାଶ ପରିଷଦ କିପରି ଗଠିତ ହେବ,!-->…