ଦେଶର ସୁରକ୍ଷା ପାଇଁ ଭୁବନେଶ୍ବରରେ ଆଲୋଚନା ହେଲା ତିନିଦିନ
ଭୁବନେଶ୍ବର: ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀ ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇ ରବିବାର ଦିନ ଏହା ଶେଷ ହୋଇଯାଇଛି। ଏହି ସମ୍ମିଳନୀକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍ଘାଟନ କରିଥିଲେ। ଏହି ସମ୍ମିଳନୀରେ ବହୁ ଜାତୀୟ ସୁରକ୍ଷା!-->…