ସ୍କାଉଟ୍ ଗାଇଡ୍ ପ୍ରଶିକ୍ଷଣ ଶିବିର ଉଦଯାପିତ…
ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲା ଭାରତ ସ୍କାଉଟ ଗାଇଡ୍ ପକ୍ଷରୁ ହିଞ୍ଜିଳିକାଟୁ ବ୍ଳକ ଗଣ୍ଡଳା ଗଣେଷ ବିଦ୍ୟାପିଠ ପରିସରରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ତ୍ରୀଦିବସୀୟ ସ୍କାଉଟ ମାଷ୍ଟର ଓ ଗାଇଡ୍ କ୍ୟାପେଟନ ପ୍ରଶିକ୍ଷଣ ଶିବିର ଶନିବାର ଉଦଯାପିତ ହୋଇଯାଇଛି । ଉଦଘାଟନି ଉତ୍ସବରେ ମୁଖ୍ୟ!-->…