ମହିଳା ଓ ପୁରୁଷ କ୍ରିକେଟ ଦଳ ପାଇଁ ନୂଆ ଜର୍ସି, ତିରଙ୍ଗାକୁ ସ୍ଵତନ୍ତ୍ର ସ୍ଥାନ
ନୂଆଦିଲ୍ଲୀ : ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଭାରତର ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଟିମ ଇଣ୍ଡିଆର ଖେଳାଳିଙ୍କ ଲାଗି ନୂଆ ଜର୍ସି ତିଆରି ହୋଇଛି। ଉଭୟ ପୁରୁଷ ଏବଂ ମହିଳା କ୍ରିକେଟ ଦଳ ପାଇଁ ଏହି ଜର୍ସି ପ୍ରସ୍ତୁତ ହୋଇଛି। ଶୁକ୍ରବାର ବିସିସିଆଇ ପକ୍ଷରୁ ଏହାକୁ ଉନ୍ମୋଚନ!-->…