ବାଘଛାଲ ସହ ଦେଶୀ ବନ୍ଧୁକ ଜବତ; ଦୁଇ ଅଭିଯୁକ୍ତ ଅଟକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବନ ବିଭାଗ ପକ୍ଷରୁ ବାଘ ଛାଲ ଓ ଦେଶୀ ବନ୍ଧୁକ ଜବତ କରାଯାଇଥିବା ବେଳେ ଏ ନେଇ କିନ୍ତୁ ବନ ବିଭାଗ ମୁହଁ ଖୋଲୁ ନାହାନ୍ତି। ଘଟଣାରୁ ପ୍ରକାଶ ଯେ, ଜି.ଉଦୟଗିରି ବନ ବିଭାଗ ଅନ୍ତର୍ଗତ କଳିଙ୍ଗା ସେକ୍ସନରେ ବାଘ ଶିକାର!-->…