ଜଙ୍ଗଲରେ ପାଟ୍ରୋଲିଂ କରିବ ଅଲ୍-ଟେରେନ୍ ମୋଟର ଯାନ; ଆଖି ପିଛୁଳାକେ ଲିଭାଇବ ନିଆଁ
ଭୁବନେଶ୍ୱର : ଆହୁରି ସୁଦୃଢ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ । ନିଆଁ ଲାଗିଲେ ତାହାକୁ ପ୍ରତିହତ କରିବାକୁ ତତକ୍ଷଣାତ ଏହା ନେଇ ପାରିବ ପଦକ୍ଷେପ । ଏଥିପାଇଁ ରାଜ୍ୟର ବିଭିନ୍ନ ଜଙ୍ଗଲକୁ ମିଳିଛି ଅଲ୍-ଟେରେନ୍ ମୋଟର ଯାନ ବା ଏଟିଭି ଏବଂ ଅଗ୍ନି ନିରାକରଣ ସହାୟତା ୟୁନିଟ୍ ।
ରାଜ୍ୟରେ ଥିବା ୧୯!-->!-->!-->…