ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ
ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି!-->…