୧୫,୪୦୦ ଟନ୍ ଏଲପିଜି ନେଇ ଭାରତ ପହଞ୍ଚିଲା ଗ୍ରୀନ ଆଶା
ମୁମ୍ବାଇ : ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସଙ୍କଟ ଭିତରେ ହର୍ମୁଜ ପ୍ରଣାଳୀ ପାର ଭାରତରେ ପହଞ୍ଚିଛି ଆଉ ଏକ ଏଲପିଜି ଟ୍ୟାଙ୍କର ଜାହାଜ । ଏହି ଜାହାଜରେ ୧୫,୪୦୦ ଟନର ଏଲପିଜି ରହିଛି । ମୁମ୍ବାଇର ଜବାହରଲାଲ ନେହରୁ ବନ୍ଦର ପ୍ରାଧିକରଣ କହିଛି କି, ୧୫୪୦୦ ଟନ ଏଲପିଜି ଧରି ଭାରତୀୟ!-->…