ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ
ଭୁବନେଶ୍ୱର: ରାଜଧାନୀରେ ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ୩ ଦିନିଆ ପୁଲିସ ଡିଜି ଏବଂ ଆଇଜି ସମ୍ମିଳନୀରେ ପରିପ୍ରେକ୍ଷୀରେ ସହରକୁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯିବା ଆରମ୍ଭ ହୋଇଛି। ସହରର ଗଳିକନ୍ଦିରେ ୭୦ ପ୍ଲାଟୁନ ପୁଲିସ ମୁତୟନ କରାଯିବା ସହ ଟ୍ରାଫିକ ବ୍ୟବସ୍ଥାକୁ!-->…