ମହିଳା ସମାଜସେବୀଙ୍କ ହୃଦଘାତରେ ପରଲୋକ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ ହୃଦଘାତରେ ମୃତ୍ୟୁବରଣ କରିଥିବା ତାଙ୍କ ପୁଅ ସଦାନନ୍ଦ କହିଛନ୍ତି। ସେ ରବିବାର ହଠାତ ଅସୁସ୍ଥ!-->…