ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ
କଟକ: ପାରିବାରିକ କଳହର କରୁଣ ପରିଣତି। ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ। କଟକ ଜିଲ୍ଲା ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ଖିରିଖିଆ ଗାଁରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବର୍ଜୁ ବଦରା। ଏହି ଘଟଣାରେ ବଡ଼ ଭାଇକୁ ଅଟକ ରଖିଛି ପୁଲିସ।
ବର୍ଜୁ ମଦ ପିଇ ଆସି ନିଜ ସ୍ତ୍ରୀ ସହ!-->!-->!-->…