ନନ୍ଦନକାନନକୁ ଆସିଲେ ନୂଆ ଅତିଥି
କଟକ: ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଭୁବନେଶ୍ବର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ନୂଆ ଅତିଥି ଆସିଛନ୍ତି। ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ହାଇଦ୍ରାବାଦ ନେହରୁ ଜୁଲଜିକାଲ୍ ପାର୍କ ମଧ୍ୟରେ ଜୀବଜନ୍ତୁ ଅଦଳବଦଳ କରାଯାଇ ଏହି ନୂଆ ଅତିଥିଙ୍କୁ ଅଣାଯାଇଛି।!-->…