ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ଅଶାନ୍ତ ହୋଇପଡିଛି ଉତ୍ତରପ୍ରଦେଶର ସମ୍ଭଲ ଜିଲ୍ଲା। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ହିଂସା ଜାରି ରହିଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସେହିପରି ୨୦ରୁ ଅଧିକ ଆହତ ହେଇଛନ୍ତି। ଏହି ମାମଲାରେ ଏବେ ସାମାଜବାଦୀ ପାର୍ଟି ସାଂସଦ ଓ ବିଧାୟକଙ୍କ ପୁଅ!-->…