ରାହୁଲ ଗାନ୍ଧିଙ୍କ ଦାବି: ଗୌତମ ଆଦାନୀଙ୍କୁ ତୁରନ୍ତ ଗିରଫ କରାଯାଉ
ନୂଆଦିଲ୍ଲୀ : ଭାରତର କୋଟିପତି ବ୍ୟବସାୟୀ ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଠକେଇ ଅଭିଯୋଗ ଆଣିଛି ଆମେରିକା। ସେ କଣ୍ଟ୍ରାକ୍ଟ ହାସଲ ପାଇଁ ୨୬୫ ମିଲିଅନ୍ ଡଲାରର ଲାଞ୍ଚ ଦେଇଥିବା ଅଭିଯୋଗ ଉଠିଛି। ଏହି ଅଭିଯୋଗ ସାମ୍ନାକୁ ଆସିବା ପରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି!-->…