ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟଣାର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ…
ଛତ୍ରପୁର : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟଣା ର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମଙ୍ଗଳବାର!-->…