ଉଚ୍ଚ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ନିଯୁକ୍ତି ପାଇଥିବା ସମସ୍ତ ପାର୍ଟ ଟାଇମ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ…
ଛତ୍ରପୁର, : ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶାରୀରିକ(କ୍ରୀଡା )ଶିକ୍ଷା ଓ କଳା ଶିକ୍ଷା (ଚିତ୍ର କଳା, ସଂଗୀତ କଳା )ଶିକ୍ଷା କୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥା ରେ ପ୍ରଚଳନ କରିବା ଓ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନା ରେ ଉଚ୍ଚ!-->…