ଯିବା ପୂର୍ବରୁ ତୃତୀୟ ବିଶ୍ବଯଦ୍ଧ ଆରମ୍ଭ କରିବାକୁ ଚାହୁଁଛନ୍ତି ବାଇଡେନ୍ !
ମସ୍କୋ: ଲାଗୁଛି ଯିବା ପୂର୍ବରୁ ବିଶ୍ବକୁ ୩ୟ ବିଶ୍ବଯୁଦ୍ଧ ମଧ୍ୟକୁ ଠେଲିଦେବାକୁ ଚାହୁଁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଶକ୍ତିଶାଳୀ ଦୂରଗାମୀ ଆମେରିକୀୟ କ୍ଷେପଣାସ୍ତ୍ର ବ୍ୟବହାର କରି ରୁଷ ଭିତରେ ଆକ୍ରମଣ କରିବାକୁ ବାଇଡେନ ଅନୁମତି ଦେଇଛନ୍ତି। ରୁଷ୍ ଏହାକୁ ସମ୍ଭାବ୍ୟ ତୃତୀୟ!-->…