ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : କଳସ ଯାତ୍ରାରେ ଶହଶହ ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ ଯୋଗଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ରବିବାର ଦ୍ଵିତୀୟ ଦିନ ରେ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶହଶହ ମହିଳା ମୁଣ୍ଡରେ କଳସ ଧରି ଶ୍ରୀଜଗନ୍ନାଥ ମନ୍ଦିରରୁ ବାହାରି!-->…