ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଭୁବନେଶ୍ବର : ପୁଣିଥରେ ଓଡ଼ିଶାର ଥାନାକୁ ମିଳିଛି ଦେଶରେ ଶ୍ରେଷ୍ଠ ଥାନା ପୁରସ୍କାର। ୨୦୨୪ ପାଇଁ ଦେଶର ତିନୋଟି ସର୍ବୋତ୍ତମ ଥାନା ଚୟନ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ଏହି ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ନଭେମ୍ବର ୨୯ରୁ ଡିସେମ୍ବର ୧!-->…