ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସରଗରମ ରାଜନୀତି। ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା। ଦିଲ୍ଲୀର ପୂର୍ବତନ ବିଧାୟକ ତଥା ଆପର ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।ଅନିଲ ଝା!-->…