ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ବନମହୋତ୍ସବ

ନୟାଗଡ଼:ସବୁଜିମା ଦ୍ଵାରା ପୃଥିବୀର ଉପଚାର କରିବା ” ଏହି ଥିମରେ ପର୍ଯ୍ୟବେଶିତ ବନମହୋତ୍ସବ ଆଜି ପ୍ରଜାମଣ୍ଡଳ ମହାବିଦ୍ୟାଳୟରେ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଅଛି। ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅଧକ୍ଷା ଶ୍ରୀମତୀ ସ୍ମିତା ରାଣୀ ରାଉତରାୟ…

ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ନିକଟରେ କଲେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା

ପୁରୀ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍‌ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ…

ପ୍ରବଳ ବର୍ଷାରେ ଭିଜୁଛି ବଡ଼ଦାଣ୍ଡର ପଥ, ୪୫ ଘଣ୍ଟାରେ ୨୦୦ ମି.ମି ରେକର୍ଡ

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା । ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ପ୍ରବଳ ବର୍ଷାରେ ଭିଜୁଛି ପୁରୀ ବଡ଼ଦାଣ୍ଡର ପଥ । ଆଜି ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ଭିଜୁଛି ମହାପ୍ରଭୁଙ୍କ ତିନି ରଥ।…

୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ବାପା

ଉଦଳା:ମୟୂରଭଞ୍ଜ ଜିଲ୍ଲାରେ ହୃଦୟବିଦାରକ ଘଟଣା ଘଟିଛି । ୪ ବର୍ଷର ଜନ୍ମ କଲା ପୁଅକୁ କଟୁରୀରେ ହାଣି ହତ୍ୟା କଲେ ବାପା। ଏହି ଅଭାବନୀୟ ଘଟଣା ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି । ମୃତ ନାବାଳକଙ୍କ ନାମ ଦୁମ୍ବି ସିଂ ବୋଲି ଜଣାପଡ଼ିଛି । ଅଭିଯୋଗ ଅନୁସାରେ, ବାପା ସୋହନ ସିଂ…

ହାତୀ ଆକ୍ରମଣରେ ଚାଲିଗଲା ଛାତ୍ରଙ୍କ ଜୀବନ

ବିଶ୍ରା:ଜଙ୍ଗଲ ନିକଟରେ ବଣୁଆ ହାତୀ ଆକ୍ରମଣରେ ଚାଲିଗଲା ୧୬ ବର୍ଷୀୟ ନାବାଳକ ଛାତ୍ରଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବନଖଣ୍ଡ ଅନ୍ତର୍ଗତ ସନ୍ତୋଷପୁର ରିଜର୍ଭ ଫରେଷ୍ଟ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକ ହେଲେ ଜବାଘାଟ ଗ୍ରାମର ଡିଲେଶ୍ୱର…

ପୋଲିସ ଅଫିସର ସଂଘର ପ୍ରତିଷ୍ଠା ଦିବସ ପାଳିତ…

ବ୍ରହ୍ମପୁର : ଆଜି ଅର୍ଥାତ 15.07.26 ତାରିଖ ଦିନ ଅବସରପ୍ରାପ୍ତ ପୋଲିସ ଅଫିସର ସଂଘର ପ୍ରତିଷ୍ଠା ଦିବସ ସଂଘର ବାବାଜୀ ତୋଟା ସାହି ବ୍ରହ୍ମପୁର ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ସଙ୍ଘର ସଭାପତି ପ୍ରକାଶ ଚନ୍ଦ୍ର ସାହୁଙ୍କ ପୌରାହିତ୍ୟରେ ଏହି ସଭାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା, ବଦଳିଗଲା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ର ନିୟମ

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା । ଆସୁଛି ନୂଆ ‘ସୁପର ସିରିଜ୍’ ଓ ‘ସୁପର ସେଭେନ୍’ ଫର୍ମାଟ୍। କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର! ଆସନ୍ତା ୨୦୨୭ ଦିନିକିଆ ବିଶ୍ବକପକୁ ଅଧିକ ରୋମାଞ୍ଚକର, ସଂଘର୍ଷପୂର୍ଣ୍ଣ ଏବଂ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ କରିବା ପାଇଁ ICC ଏକ ବଡ଼…

ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍‌ ହୁଣ୍ଡି ‘ସମର୍ପଣ ଆପ୍‌’

ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ…

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ପୋଲିସ ସମନ୍ ଜାରି…

ଆମେରିକାର ବଡ଼ ଚେତାବନୀ! ରୁଷଠାରୁ ତେଲ କିଣିଲେ ୧୦୦% ଟାରିଫ୍ ଦେବ

ନୂଆଦିଲ୍ଲୀ: ରୁଷରୁ ଅଶୋଧିତ ତେଲ କିଣୁଥିବା ଦେଶମାନଙ୍କ ବିରୋଧରେ ଆମେରିକା ନେଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ। କାରଣ ଆମେରିକୀୟ ସିନେଟରେ ଏକ ସଂଶୋଧିତ ବିଲ୍ ଉପସ୍ଥାପନ ହୋଇଛି, ଏଥିରେ ରୁଷରୁ ତେଲ ଓ ଗ୍ୟାସ୍ କିଣୁଥିବା ଦେଶ ଉପରେ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍ ଲଗାଇବାକୁ ପ୍ରସ୍ତାବ…