ମଣିପରୁ ହିଂସା ଘଟଣା; ନିଖୋଜ ଥିବା ୬ ଜଣଙ୍କ ମୃତଦେହ ମିଳିଲା
ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରି ବନ୍ଧକ ରଖିଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଆଜି ଆଉ ତିନି!-->…