ସିଙ୍ଗାପୁରର ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରାଯିବ: ମୋହନ ମାଝୀ
ଭୁବନେଶ୍ଵର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଦିଲ୍ଲୀରେ ପହଞ୍ଚିବା ପରେ ସେଠାରୁ ସିଙ୍ଗାପୁର ଯିବେ ମୁଖ୍ୟମନ୍ତ୍ରୀ । ୧୭ରୁ ୨୦ ଯାଏ ୩ ଦିନିଆ ସିଙ୍ଗାପୁର ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଙ୍ଗାପୁରରେ ଶିଳ୍ପପତିଙ୍କୁ ଭେଟି ପୁଞ୍ଜି ଆକର୍ଷଣ!-->…