ପରକୀୟା ପ୍ରିତି: ମାଆ ଆଗରେ ପୁଅଝିଅଙ୍କୁ ଚେଙ୍କ ଦେଲା ପ୍ରେମିକ
ଭୁବନେଶ୍ବର: ରାଜଧାନୀର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ମହାବୀର ନଗର ବସ୍ତି ଅଞ୍ଚଳରୁ ନଜରକୁ ଆସିଛି ଛାତିଥରା ଘଟଣା। ବାପାର ଅନୁପସ୍ଥିତିରେ ମାଆ ପର ପୁରୁଷ ସହ ସମ୍ପର୍କ ରଖିଥିଲା। ଏମିତିକି ସବୁଦିନ ଘରକୁ କରୁଥିଲା ଯିବା ଆସିବା ଯୁବକଜଣକ। ହେଲେ ଏହି ସବୁକୁ ବରଦାସ୍ତ କରି ପାରିଲେନି ଭାଇ!-->…