ନିଖୋଜ ଯୁବତୀଙ୍କ ମୃତଦେହ ୬ ଦିନ ପରେ ପୋଖରୀରୁ ଉଦ୍ଧାର
ଦଶପଲ୍ଲା : କାହାକୁ କିଛି ନକହି ଘରୁ କେଉଁ ଆଡେ ଚାଲି ଯାଇଥିଲେ ୧୯ ବର୍ଷୀୟା ଯୁବତୀ। ନିଖୋଜ ହେବାର ୬ ଦିନ ପରେ ଗାଁ ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ନୟାଗଡ଼ ଜିଲ୍ଲା!-->…