ସ୍କୁଟର୍‌ ଡିକିରେ ଲୁଚାଇ ନେଉଥିଲେ ଦେଢ଼ କୋଟି, ମାଡ଼ି ବସିଲା ପୁଲିସ

ନୂଆଦିଲ୍ଲୀ : ପାଖେଇ ଆସିଲାଣି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ। ଆଉ ମାତ୍ର ଦିନ କେଇଟା ପରେ ପଡ଼ିବ ଭୋଟ୍‌। ଏଥିପାଇଁ ଜୋର୍‌ସୋର୍‌ରେ ସମସ୍ତ ରାଜନୈତିକ ଦଳ ପ୍ରଚାର ପ୍ରସାରରେ ଲାଗିପଡିଛନ୍ତି। ସେପେଟେ ନିର୍ବାଚନ ଆଚରଣ ବିଧି ମଧ୍ୟରେ ଘନ ଘନ ଚେକିଂ କରୁଛି ପୁଲିସ। ଏହାରି ଭିତରେ ଜବତ…

ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ଏହି କାରବୀୟ ଆଇଲ୍ୟାଣ୍ଡ ପକ୍ଷରୁ ଦେଶର ସର୍ବୋଚ୍ଚ ସମ୍ମାନ 'ଦି ଡୋମିନିକା ଆୱର୍ଡ ଅଫ୍ ଅନର୍' ଘୋଷଣା କରାଯାଇଛି। କୋଭିଡ୍-୧୯ ସମୟରେ ଭାରତରୁ ୭୦ ହଜାର କୋଭିଡ୍ ଟିକା ଡୋମିନିକା ପଠାଯାଇଥିଲା।…

ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ, ବଢ଼ିଲା ସୁରକ୍ଷା

ମୁମ୍ବାଇ : ବୋମା ଲଗାଇ ଉଡ଼ାଇ ଦେବୁ ବିମାନ ବନ୍ଦର। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର (T1) ସିଆଇଏସ୍‌ଏଫ୍‌ କଣ୍ଟ୍ରୋଲ ରୁମ୍‌କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍‌ କଲ ଆସିଛି। ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା ଧମକରେ କେହି ଜଣେ…

ପ୍ରଚାର କରୁଥିଲେ ଓଓ୍ୱେସି, ମଞ୍ଚ ଉପରେ ପୁଲିସ ଧରାଇଲା ନୋଟିସ୍‌

ମୁମ୍ବାଇ : ଆସନ୍ତା ୨୦ ତାରିଖରେ ପଡ଼ିବ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଭୋଟ। ୨୩ରେ ଆସିବ ଫଳାଫଳ। ଏହି ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏହି ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହାରି ଭିତରେ AIMIM ମୁଖ୍ୟ ଅସଦୁଦ୍ଦିନ ଓଓ୍ୱେସି ମହାରାଷ୍ଟ୍ରର ସୋଲାପୁରରେ…

ଶିକ୍ଷକ ଅଭାବ ଯୋଗୁଁ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ…

ମାଲକାନଗିରି : ମାଲକାନଗିରି ସଦର ବ୍ଲକ ଗୌଡଗୁଡା ପଂଚାୟତ ଅନ୍ତର୍ଗତ ଏମ୍‌.ଭି. ୯ ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଗ୍ରାମବାସୀ ତାଲା ପକାଇ ବିକ୍ଷୋଭ ଜଣାଇଛନ୍ତିା ସେମାନଙ୍କ କହିବା ଅନୁଯାୟୀ ଏହି ବିଦ୍ୟାଳୟରେ ମୋଟ ୩୦୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ ରତ ଥିବାବେଳେ କେବଳ ୪ଜଣ ଶିକ୍ଷକ ଅଛନ୍ତିା…

ଜିଲ୍ଳା କୁଇ ସାମାଜ ସେବା ସମିତି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା କୁଇ ସମାଜ ସେବା ସମିତି କାର୍ଯ୍ୟାଳୟ ଫୁଲବାଣୀ ଠାରେ ଡ଼ ଭିମରାଓ ଆମ୍ବେଦକର ସୃତି କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସଭାପତି ସମିର ଘଟା ଲଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିଲା l ଆସନ୍ତା ୨୬ ନଭେମ୍ବର ୨୦୨୪ ରେ ସମ୍ବିଧାନ ଦିବସ ପାଳନ ଉପଲକ୍ଷେ କୁଇ…

ଆସିକା ସମେଇଗୁଡା ଗ୍ରାମରେ ସମ୍ପର୍କରେ ରକ୍ତର ଛିଟା ଭାଇ ଭାଉଜକୁ ହତ୍ୟା.!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଥାନା ଇଲାକାର ସମେଇ ଗୁଡା ଗ୍ରାମରେ ଡ଼ବଲ ହତ୍ୟା। ଆଜି ସକାଳ ୯ ଘଣ୍ଟା ସମୟରେ ଖଣ୍ଡ ଦେଉଳି ପଞ୍ଚାୟତ ସମେଇ ଗୁଡା ଗ୍ରାମ ନିକଟରେ ଥିବା ଏକ ଚାଷ ଜମିରେ ସାନ ଭାଇ ବଡ଼ ଭାଇର ଗଳା କାଟି ହତ୍ୟା କରିବା ପରେ ଭାଉଜ କୁ ଆକ୍ରମଣ କରି ବିଷ ପିଆଇ ଦେଇଥିଲା।…

ସିଆଇଏସଏଫକୁ ମିଳିଲା ପ୍ରଥମ ମହିଳା ବାଟାଲିୟନ

ନୂଆଦିଲ୍ଲୀ: ଗୃହ ମନ୍ତ୍ରଣାଳୟ ସିଆଇଏସ୍ଏଫ୍ ର ପ୍ରଥମ ମହିଳା ବାଟାଲିୟନ ପ୍ରତିଷ୍ଠା ପାଇଁ ଅନୁମୋଦନ ଦେଇଛି । ବୁଧବାର (ନଭେମ୍ବର ୧୩) ଗୃହମନ୍ତ୍ରୀ ଅମିତ ଶାହା ସିଆଇଏସଏଫରେ ମହିଳା ବାଟାଲିୟନ ପ୍ରତିଷ୍ଠା ସମ୍ପର୍କରେ ସୂଚନା ଦେବାବେଳେ ଏହାକୁ ଐତିହାସିକ ନିଷ୍ପତ୍ତି ବୋଲି କହିଛନ୍ତି। ଅମିତ…

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରିବ ବିଜେପି: ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ତାରିଖକୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯିବ । ଏନେଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୁଚନା ଦେଇଛନ୍ତି । ସେ କହିଛନ୍ତି…

ଝାଡ଼ଖଣ୍ଡ‌ରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ

ରାଞ୍ଚି: ଝାଡ଼ଖଣ୍ଡ‌ରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର…