ନକ୍ସଲବାଦୀଙ୍କୁ ଅସ୍ତ୍ରଶସ୍ତ୍ର ତ୍ୟାଗ କରିବାକୁ ପଡ଼ିବ: ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଛତିଶଗଡ଼ ଗସ୍ତ କରିଥିଲେ। ବସ୍ତରରେ, ସେ ମା' ଦନ୍ତେଶ୍ୱରୀ ମନ୍ଦିର ପରିଦର୍ଶନ କରିଥିଲେ। ତା'ପରେ ସେ ବସ୍ତର ଜିଲ୍ଲାର ମୁଖ୍ୟାଳୟ ଜଗଦଲପୁରରେ ବସ୍ତର ଦଶହରା ଲୋକ ମହୋତ୍ସବ ଏବଂ ସ୍ୱଦେଶୀ ମେଳାକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ

ପୋଲିସ ପକ୍ଷରୁ ଅପରେସନ ଅଗ୍ନି କୁ ନେଇ ବାଣ ବ୍ୟବସାୟୀ ଛାନିଆ…..!

ସାରା ରାଜ୍ୟରୁ କୋଟି କୋଟି ଟଙ୍କାର ବାଣ ଜବତ …..!ବ୍ରହ୍ମପୁର: ଚଳିତ ମାସ ୧୩ ତାରିଖ ରେ ଏବେ ଠାରୁ ଜୀବନ କୁ ବାଜୀ ଲଗାଇ ବାଣ ପ୍ରସ୍ତୁତି ଜୋର ଦାର ଚାଲିଥିବା ସମ୍ପର୍କ ରେ ନିସର୍ତ୍ତ ରେ ଖବର ପ୍ରକାଶ ହୋଇଥିଲା।ଏହି ଖବର ପ୍ରକାଶ ପରେ ପୋଲିସ ଅପରେସନ ଅଗ୍ନି ନାଁ ଦେଇ ଆକ୍ସନ ମୁଡ଼ରେ

ଜାପାନ ରାଜନୀତି ଇତିହାସରେ ପ୍ରଥମ, ଜଣେ ମହିଳା ନେତ୍ରୀ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି ବା LDP ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି । ଯଦ୍ବାରା ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି । ଏପରିକି ଦେଶର

ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା: ପ୍ୟାନେଲରେ ୧୮ ଓଡ଼ିଆ ଆଇନଜୀବୀ

ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା ପାଇଁ ୬୯ ଜଣ ଆଇନଜୀବୀ ପ୍ୟାନେଲଭୁକ୍ତ ହୋଇଛନ୍ତି । ଏଥିରେ ୧୮ ଓଡ଼ିଆ ଆଇନଜୀବୀ ଅଛନ୍ତି । ରାଜ୍ୟରେ ମୋହନ ଚରଣ ମାଝୀ ସରକାର ଗଠନର ୧୬ ମାସ ପରେ ସର୍ବୋଚ୍ଚ ନ୍ୟାୟାଳୟରେ ଓଡ଼ିଶା ସରକାରଙ୍କ ଆଇନଜୀବୀ ପ୍ୟାନେଲ

ଖୁବଶୀଘ୍ର ଶେଷ ହେବ ଗାଜା ଯୁଦ୍ଧ: ଶାନ୍ତି ପ୍ରସ୍ତାବରେ ହମାସର ସହମତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ପ୍ରସ୍ତାବରେ ସହମତି ପ୍ରକାଶ କରିଛି ହମାସ । ବନ୍ଧକ ରଖିଥିବା ଇସ୍ରାଏଲି ନାଗରିକଙ୍କୁ ଛଡାଯିବ ଏବଂ ଗାଜା ଷ୍ଟ୍ରିପର ଶାସନ ଡୋରକୁ ଏକ ସ୍ୱାଧୀନ ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବା ନେଇ ସକାରାକ୍ରମ ଭାବନା ପ୍ରକାଶ

ବିହାର ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର, ୨ଟି ନୂଆ ଯୋଜନାର କଲେ ଶୁଭାରମ୍ଭ

ବିହାର : ବିହାର ଯୁବକ ଓ ଛାତ୍ରମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଉପହାର ଦେଇଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ଏହି ଦୁଇ ଯୋଜନାର ଶୁଭାରମ୍ଭ କରିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ନିଶ୍ଚୟ ସ୍ବଂୟ ସହାୟତା ଭତ୍ତା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହା

ଶିଶୁଙ୍କ ଜୀବନ ଯିବା ପରେ ମଧ୍ୟପ୍ରଦେଶରେ କଫ ସିରପ ବିକ୍ରି ବ୍ୟାନ୍ କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ୯ ଜଣ ଶିଶୁଙ୍କ ଜୀବନ ଯିବା ପରେ କଫ୍ ସିରପକୁ ବ୍ୟାନ କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ଯାଦବ କଡ଼ା କାର୍ଯ୍ୟାନୁଷ୍ଠାନ କରି କଫ୍ ସିରପକୁ ସମଗ୍ର ରାଜ୍ୟରେ ବ୍ୟାନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରି ସୂଚନା

ରାଇଘର ଅଞ୍ଚଳ ଏବେ ଚୋରଙ୍କ ଚରାଭୂଇଁ : ନିଘୋଡ଼ ନିଦରେ ପୋଲିସ..!

ଚୋରକୁ ଧରିବାକୁ ଅନ୍ଧାରରେ ବାଡ଼ି ବୁଲାଉଛି ପୋଲିସ.. ରାଇଘର ପୋଲିସ ର ଆଦାୟ ପ୍ରବଳ କାମ ଦୁର୍ବଳ..! ଉମରକୋଟ,( ୦୪ ଅକ୍ଟୋବର ୨୦୨୫) ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ କୋଦଭାଟା ସାହି ପରିସରରେ ଦିନକୁ ଦିନ ଚୋରି ଓ ଡକାୟିତି ଘଟଣା ଦିନକୁ ଦିନ ବୃଦ୍ଧି ପାଇବା ରେ

ବନ୍ଦ ହେଲା NASA, ଟ୍ରମ୍ପଙ୍କୁ ଝଟକା

ୱାଶିଂଟନ୍ : ଟ୍ରମ୍ପଙ୍କୁ ବଡ଼ ଝଟକା । ବନ୍ଦ ହେଲା ନାସା । ଆମେରିକାର ମହାକାଶ ବିଜ୍ଞାନ ସଂସ୍ଥା NASA ନିଜେ ଏହି ଘୋଷଣା କରିଛି । NASAଏହାର ସୂଚନା ୱେବସାଇଟରେ ଦେଇଛି ।ଏହାର ୱେବସାଇଟରେ କୁହାଯାଇଛି ଯେ, ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ବନ୍ଦ ରହିଛି । ସରକାରୀ ପାଣ୍ଠିର ଅଭାବ ଯୋଗୁ

ବାସୁଦେବପୁରରେ ୫ ଦିନର କନ୍ୟା ସନ୍ତାନକୁ ବିକ୍ରି ଅଭିଯୋଗ

ବାସୁଦେବପୁର: ୫ଦିନର ଶିଶୁକୁ ବିକ୍ରି ଅଭିଯୋଗ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ବଡ଼ ମଳିକ ସାହିରେ ଶିଶୁ ବିକ୍ରି ଅଭିଯୋଗ । କନ୍ୟା ସନ୍ତାନ ଜନ୍ମ ହୋଇଥିବରୁ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ସେପ୍ଟେମ୍ବର