‘ପୂର୍ବର ସରକାରଙ୍କୁ ଅନୁକରଣ କରୁଛନ୍ତି ମୋହନ ସରକାର’
ଭୁବନେଶ୍ବର: ଯାହା ନବୀନ ସରକାର ଅମଳରେ ହୋଇଥିଲା, ତାହାକୁ ଅନୁକରଣ କରୁଛନ୍ତି ଏବେକା ସରକାର । ଓଡିଶାବାସୀଙ୍କୁ ଭ୍ରମିତ କରି ଖାଲି ମିଛରେ ବାହାଦୁରି ନେଉଛନ୍ତି ସରକାର । ନୂଆ ସରକାରରେ କିଛି ବି ନୂତନତ୍ବ ନାହିଁ ବୋଲି କହି ପ୍ରେସମିଟ କରି ବର୍ଷିଛନ୍ତି ବିଜେଡି ମୁଖପାତ୍ର ତଥା ମିଡିଆ!-->…