ପ୍ରଶାସନର ଆଢୁଆଳରେ ରାଜୁଲକୋଣ୍ଡା ଫାର୍ମ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ରାଜୁଲକୋଣ୍ଡା ଠାରେ ଥିବା ଫାର୍ମ ଟି ପ୍ରଶାସନର ଆଢୁଆଳରେ ଥିବା ଭଳି ପରିଲକ୍ଷିତ ହେଉଛି । ଏକଦା ଏହି ଫାର୍ମ ଟିରେ ବିଭିନ୍ନ ପ୍ରକାର ଫଳ ଯେମିତିକି ଅନେକ କିସମର ସ୍ୱାଦିଷ୍ଟ ଆମ୍ବ, ପିଜୁଳି, କମଳା, ଲେମ୍ବୁ ପ୍ରଭୃତି ଭରପୁର…

ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ !

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଡୁମେରଯୋର ପଞ୍ଚାୟତର ଉଶ୍ରା କଲୋନୀ ଫୁଟବଲ ଖେଲ ପଡିଆରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି ! ଏହି ଅବସରରେ ବୀରମିତ୍ରପୁର ଥାନା ଅଧିକାରୀଣି ବିଜୟା ବନ୍ଧନା ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକଙ୍କ ଓ…

ନିଖିଳ ଉତ୍କଳକଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଙ୍ଘର ସାଧାରଣ ସଭା ଓ ନୂତନ କର୍ମକର୍ତ୍ତା ଚୟନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଙ୍ଘର ସାଧାରଣ ସଭା ଓ ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଙ୍ଘ ର ରାଜ୍ୟ ସାଧାରଣ…

ବାଇକ୍ ଧକ୍କାରେ ୨ ଗୁରୁତର

ହିଞ୍ଜିଳିକାଟୁ : ରବିବାର ସକାଳେ ୫୯ ନମ୍ବର ଜାତୀୟ ରାଜପଥ ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ମିନି ଷ୍ଟାଡିୟମ ସମ୍ମୁଖରେ ବାଇକ୍ ଧକ୍କାରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ରେଗିଡିସାହିର ବଂଶୀଧର ସାହୁ (୫୨) ଓ ଆସିକା ଥାନା ମୁକୁନ୍ଦପୁର ଅଞ୍ଚଳର…

ପିଅନପଡା କାଳୀ ମନ୍ଦିର ଦ୍ୱିବାର୍ଷିକ ନିର୍ବାଚନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ର ପିଅନପଡା ସ୍ଥିତ ସର୍ବ ପୁରାତନ କାଳୀ ମନ୍ଦିରର ଦ୍ୱି ବାର୍ଷିକ ନିର୍ବାଚନ କାଳୀ ମନ୍ଦିର ର ପରିସରରେ ପୂର୍ବତନ ସଭାପତିଙ୍କ ସଭାପତିତ୍ବରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ପ୍ରଥମେ ସମ୍ପାଦକ ବାର୍ଷିକ ବିବରଣୀ ଓ ଆୟ ବ୍ୟୟ ପାଠ କରିଥିଲେ l…

କାର୍ତ୍ତିକେଶ୍ୱର ପୂଜା ଶୁଭାରମ୍ଭ

ହିଞ୍ଜିଳିକାଟୁ, ୧୦/୧୧ : ପୂଣ୍ୟ ତଥା ପବିତ୍ରର ମାସ କାର୍ତ୍ତିକ ମାସ ଅବସରରେ ହିଞ୍ଜିଳିକାଟୁ ପୌରାଞ୍ଚଳ କେଉଟସାହିରେ ରବିବାର ଠାରୁ କାର୍ତ୍ତିକେଶ୍ୱର ପୂଜା ଶୁଭାରମ୍ଭ ହୋଇଛି । ରବିବାର ପବିତ୍ର ଅଁଳା ନବମୀ ଅବସରରେ ସାହିର ଶତାଧିକ ମହିଳା ଓ ପୁରୁଷ କଳସ ଯାତ୍ରାରେ ସାମିଲ ହୋଇ ନିକଟସ୍ଥ…

ଜାତୀୟ ଆଇନସେବା ଦିବସ ପାଳିତ

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ବ୍ଲକ ଅନ୍ତର୍ଗତ ଦୁତୀମେଣ୍ଡି ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ଜାତୀୟ ଆଇନସେବା ଦିବସ…

ମୁଖ୍ୟମନ୍ତ୍ରୀ ଆସି ଘଟଣା ସମ୍ପର୍କରେ ବୁଝିବା ଦରକାର, ଟାକୁଆ ଆଦିବାସୀଙ୍କ ପାରମ୍ପରିକ ଖାଦ୍ୟ ନୁହେଁ : ବିଜୟ ମହାପାତ୍ର…

ଫୁଲବାଣୀ : ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ମାଣ୍ଡିପଙ୍କା ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା ଏବେ ବିଭିନ୍ନ ରାଜନୈତିକ ଦଳ ସେଠାରେ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଥିବା ଦେଖିବାକୁ ମିଳିଛି । ହେଲେ ମୃତକଙ୍କ ପରିବାରକୁ ଏବଂ ଅସୁସ୍ଥ ଥିବା ପରିବାରକୁ କୌଣସି ଆର୍ଥିକ…

ମହାମାୟୀ ପୀଠରେ ବିଶ୍ୱଶାନ୍ତି ନାମ ଯଜ୍ଞ, ଘୃତଯଜ୍ଞ ଅନ୍ନଯଜ୍ଞ ଉଦଯାପିତ : ଶତାଧିକ ଭକ୍ତଙ୍କ ସମାଗମ

ବାଲିଗୁଡା, : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ର ଭଗାମୁଣ୍ଡା ସ୍ଥିତ ମହାମାୟୀ ପୀଠରେ ବିଶ୍ୱ ଶାନ୍ତି ନାମ ଯଜ୍ଞ, ଘୃତଯଜ୍ଞ ଓ ଅନ୍ନଯଜ୍ଞ କାର୍ଯ୍ୟକ୍ରମ ରବିବାର ଉଦଯାପିତ ହୋଇଯାଇଛି l ପ୍ରଥମ ଦିନ ବିଲ୍ଲ ବରଣ, ଅଧିବାସୀ ସହ କଳସ ଯାତ୍ରା ମହା ଆଡମ୍ବର ରେ ହୋଇ ଥିଲା l ମହାମାୟୀ ମନ୍ଦିର…

ଚକଲାପଦର ପଞ୍ଚାୟତର ୮ଖଣ୍ଡ ଗାଁ ପିଲାଙ୍କୁ ହାଇସ୍କୁଲ ଅପହଞ୍ଚ, ୮ମ ପରେ ପାଠ ଛାଡୁଛନ୍ତି ଛାତ୍ରୀ

ଉମରକୋଟ /ଝରିଗାଁ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଏକ ଆଦିବାସୀ ବହୁଳ ବ୍ଲକ ଭାବେ ପରିଚିତ । ଝରିଗାଁ ବ୍ଲକରେ ସଚେତନତା ଅଭାବ ଯୋଗୁଁ ବ୍ଳକର ଶିକ୍ଷା ହାର ଆଶାନୁରୂପ ନୁହଁ।ଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ…