ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ଜନ ଆନ୍ଦୋଳନ
ବାଲିଗୁଡା : ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ତେଜିଲା ଜନ ଅସନ୍ତୋଷ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କୁ ଗଲେ ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବାପରେ ନୂତନ ଗ୍ରାମପଞ୍ଚାୟତ ଗଠନ ନିମନ୍ତେ ଆବେଦନ କଲେ ମଗଡୀଙ୍ଗିଆ ଅଞ୍ଚଳ ବାସୀ । କନ୍ଧମାଳ ଜିଲ୍ଲା କ.!-->…