ସଚେତନତା ହିଁ କର୍କଟକୁ ହରାଇବାର ପ୍ରଥମ ସୋପାନ
ବ୍ରହ୍ମପୁର,:ଜାତୀୟ ସ୍ତରରେ କ୍ୟାନ୍ସର ଏକ ଗମ୍ଭୀର ରୋଗ ଭାବେ ଉଭା ହୋଇଛି । ଏହି ରୋଗରେ ଆକ୍ରାନ୍ତ ରୋଗୀ ଏବଂ ମୃତ୍ୟୁ ସଂଖ୍ୟା ପ୍ରତି ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ମଧ୍ୟ କିଛି ବର୍ଷ ମଧ୍ୟରେ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପିଲାଙ୍କ ଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତ!-->…