ମହାକାଶରେ ସୁସ୍ଥ ଅଛନ୍ତି ସୁନୀତା, ସ୍ପଷ୍ଟ କଲା ନାସା
ନୂଆଦିଲ୍ଲୀ : ସୁନୀତା ୱିଲିୟମ୍ସଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ବଢ଼ୁଥିବା ବେଳେ ନାସା ସ୍ପଷ୍ଟ କରିଛି ଯେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସଏସ)ରେ ଥିବା ସମସ୍ତ ମହାକାଶଚାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି। ନାସାର ମହାକାଶ ଅଭିଯାନ ନିର୍ଦ୍ଦେଶାଳୟର ମୁଖପାତ୍ର ଜିମି ରସେଲ!-->…