ନବରଂଗପୁର ଠାରୁ ବିଜୟୱାଡ଼ା ପର୍ଯ୍ୟନ୍ତ ନୂତନ ବସସେବାର ଶୁଭାରମ୍ଭ
ନବରଂଗପୁର : ଆଜି ସ୍ଥାନୀୟ ଓ.ଏସ.ଆର୍.ଟି.ସି ବସ୍ ଡିପୋ ଠାରେ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ସେବା ଯୋଜନା ଅନ୍ତର୍ଗତ ନବରଙ୍ଗପୁର ଠାରୁ ବିଜୟୱାଡ଼ା ପର୍ଯ୍ୟନ୍ତ ନୂତନ ଭଲଭୋ ଅତ୍ୟାଧୁନିକ ବସ ସେବା ର ଶୁଭାରମ୍ଭ ହୋଇଯାଇଅଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଦ୍ୟାଳୟ ଓ!-->…