କଟକରେ ଲଜ୍ଜା: ଡିସିପି କହିଲେ ବ୍ଲାକମେଲକୁ ଭୟ କରନାହିଁ, ପୋଲିସଙ୍କୁ ଜଣାଅ
କଟକ: କଟକରେ ଲଜ୍ଜା । ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ତତ୍ପରତା ଦେଖାଇଛି କଟକ ବାରବାଟି ପୋଲିସ୍ । ସଙ୍ଗେ ସଙ୍ଗେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ୍ । ଏହାକୁ ନେଇ ପ୍ରେସମିଟ୍ କରି ଅଧିକ!-->…