ଚାହିଦା ମେଣ୍ଟାଇବା ସକାଶେ ଜିଲ୍ଲାରେ 1750 ହେକ୍ଟର ଆଳୁଚାଷ କରାଯିବ
ଛତ୍ରପୁର : ଗଞ୍ଜାମ କୃଷି ଓ ଉଦ୍ୟାନକୃଷି କ୍ଷେତ୍ର ସକାଶେ ଅନ୍ୟତମ ସମ୍ଭାବ୍ୟ ଜିଲ୍ଲା । କ୍ଲଷ୍ଚର ସ୍ତରୀୟ ଆଳୁଚାଷ କରାଗଲେ କମ୍ ଖର୍ଚ୍ଚ ପରିଚାଳନାରେ ଉତ୍ପାଦକତା ବୃଦ୍ଧି ହୋଇ ପାରିବ ଏବଂ ବଜାରରେ କୃଷକଗଣ ପ୍ରତିଯୋଗିତା ମୂଳକ ଲାଭବାନ ହୋଇ ପାରିବେ । କୃଷକଙ୍କ ଲାଭ ବୃଦ୍ଧି ପାଇଁ ବ୍ୟାପକ!-->…