ନୂଆବର୍ଷରୁ ମିଳିବ ଚାଉଳ ସହ ଗହମ

ଭୁବନେଶ୍ବର: ନୂଆବର୍ଷ ଠାରୁ ହିତାଧିକାରୀଙ୍କୁ ଚାଉଳ ସାଙ୍ଗକୁ ଗହମ ମିଳିବ । ଅର୍ଥାତ୍ ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଚାଉଳ ସହ ଗହମ ପାଇବେ ରାସନ ହିତାଧିକାରୀ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏନେଇଚ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ…

ବେଙ୍ଗାଲୁରୁର ବିଚ୍‌ ରାସ୍ତାରେ ଓଡ଼ିଆ ଯୁବତୀଙ୍କୁ ଅସଦାଚରଣ କଲା ୧୦ ବର୍ଷର ପିଲା, ଭିଡିଓ ଭାଇରାଲ

କାମ ସାରି ଘରକୁ ଫେରୁଥିବା ବେଳେ ବେଙ୍ଗାଲୁରୁରେ ରହୁଥିବା ଜଣେ ଓଡ଼ିଆ ୟ୍ୟୁଟୁବରଙ୍କୁ ବିଚ୍‌ ରାସ୍ତାରେ ଅସଦାଚରଣ କରାଯାଇଛି। ଜଣେ ୧୦ ବର୍ଷର ପିଲା ଓଡ଼ିଆ ଯୁବତୀଙ୍କୁ ଅସଦାଚରଣ କରିଛି। ଯୁବତୀ ଜଣଙ୍କ ମଙ୍ଗଳବାର ରାତିରେ କାମ ସାରି ଘରକୁ ଫେରିଥିବା ବେଳେ ଏଭଳି ଘଟଣା ତାଙ୍କ ସହ ଘଟିଛି। ସେ…

ଲୋକଙ୍କ ଘର ଦ୍ବାରରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଲୋକଙ୍କ ଘର ଦ୍ବାରରେ ନ୍ୟାୟ ବ୍ୟବସ୍ଥା ପହଞ୍ଚିବ । ରାଜ୍ୟ ସରକାର ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି। ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି। ତାପରେ ସମସ୍ତ ବ୍ଲକରେ…

ଓଡ଼ିଆ ପାଠଚକ୍ର ଅନୁଷ୍ଠିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଲାଇନ୍ ପଡା ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ଗାଳ୍ପିକ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଂସର ବିଳାପ ଗଳ୍ପ କୁନେଇ ପାଠ ଚକ୍ର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ମଲ୍ଲିକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା। ବିଭାଗର…

ବ୍ରହ୍ମପୁର ସିପିଆଇ କାର୍ଯ୍ୟାଳୟରେ ଅକ୍ଟୋବର ବିପ୍ଳବର ୧୦୮ତମ ବାର୍ଷିକୀ ଉପଲକ୍ଷେ ଲାଲ ପତାକା ଉତ୍ତୋଳନ

ବ୍ରହ୍ମପୁର : ନଭେମ୍ବର ୭ ମହାନ ଅକ୍ଟୋବର ବିପ୍ଳବ ର ୧୦୮ତମ ବାର୍ଷିକୀ ଉପଲକ୍ଷେ ବ୍ରହ୍ମପୁର ପାର୍କ ସାହିସ୍ଥ ସିପିଆଇ କାର୍ଯ୍ୟାଳୟ ଠାରେ ଲାଲ୍ ପତାକା ଉତ୍ତୋଳନ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ପାର୍ଟି ନେତା ତଥା ପାର୍ଟି ମୁଖପତ୍ର 'ନୂଆଦୁନିଆ' ର ସମ୍ପାଦକ ରମେଶ ଚନ୍ଦ୍ର ପାଢ଼ୀ ଲାଲ୍…

ଅକ୍ଷର ଭୂମି ଆଗରେ ‘ଅସ୍ମିତା ଭବନ’; ୩୬୦ ଡିଗ୍ରୀରେ ପ୍ରଦର୍ଶିତ ହେବ ଓଡିଶା

ଭୁବନେଶ୍ବର: ଅକ୍ଷର ଭୂମି ସାମ୍ନାରେ ହେବ ଓଡିଆ ଅସ୍ମିତା ଭବନ । ଭୁବନେଶ୍ବର ଗଜପତି ନଗରରେ କଳାମଣ୍ଡଳ ପରିସରରେ ଥିବା ଅକ୍ଷର ଭୂମି ସାମ୍ନାରେ ଓଡିଆ ଅସ୍ମିତା ଗୃହ ନିର୍ମାଣ ହେବ । ସମଗ୍ର ଓଡିଶାର ଗରିମାକୁ ପ୍ରଦର୍ଶନ କରିବ ଏହି ଅସ୍ମିତା ଗୃହ । ଏନେଇ ସରକାର ଯେଉଁ ସ୍ବପ୍ନ ଦେଖିଥିଲେ…

ରକ୍ଷା ମନ୍ତ୍ରୀଙ୍କୁ ହଟାଇଲେ ନେତାନ୍ୟାହୁ, ଜୋରଦାର ବିକ୍ଷୋଭ

ମଧ୍ୟପ୍ରାଚ୍ୟ ଦେଶରେ ଲାଗି ରହିଛି ଯୁଦ୍ଧ ପରିସ୍ଥିତି। ଆଉ ଏହି ଯୁଦ୍ଧ ମଧ୍ୟରେ ବଡ଼ ପଦକ୍ଷେପ ନେଇଛି ଇସ୍ରାଏଲ। ନିଜ ପ୍ରତିରକ୍ଷା ମନ୍ତ୍ରୀକୁ ବିଦା କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ମଙ୍ଗଳବାର ନିଜ ପ୍ରତିରକ୍ଷା ମନ୍ତ୍ରୀ ୟୋବ ଗ୍ୟାଲେଣ୍ଟଙ୍କୁ ବରଖାସ୍ତ…

ଆମ୍ବ ଟାକୁଆ ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର: ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀଙ୍କ ସରକାରଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ। ଆମ ସରକାର ଆରମ୍ଭ…

ଭୁବନେଶ୍ବରରେ ବିମାନ ବାତିଲ, ଧାରଣାରେ ବସିଲେ ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ବିମାନ ବାତିଲରୁ ହନ୍ତସନ୍ତ ଯାତ୍ରୀ । ବାରମ୍ବାର ବାତିଲ ଯୋଗୁ ଧାରଣାରେ ବସିଲେ ଯାତ୍ରୀ । ବିମାନ କମ୍ପାନୀର ମନମୁଖୀ କାର୍ଯ୍ୟକୁ ଯାତ୍ରୀମାନେ ତୀବ୍ର ବିରୋଧ କରିଛନ୍ତି। ସେପଟେ ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ଯେ ସେଭଳି କିଛି…

ଜମ୍ମୁ-କଶ୍ମୀର ବିଧାନସଭାରେ ହଙ୍ଗାମା, ଠେଲାପେଲା ହେଲେ ବିଧାୟକ

ଜମ୍ମୁ-କଶ୍ମୀର ବିଧାନସଭାରେ ହେଲା ଜୋରଦାର ହଙ୍ଗାମା। ଗୃହ କାର୍ଯ୍ୟ ଚାଲିଥିବା ବେଳେ ଠେଲାପେଲା ହେଲେ ବିଧାୟକ। ନିଜ ନିୟନ୍ତ୍ରଣ ହରାଇଲେ ଶାସକ ଓ ବିରୋଧୀ ଦଳର ନେତା। ପରସ୍ପରକୁ ଦେଲେ ଧକ୍କା। ଧାରା ୩୭୦କୁ ନେଇ ବିଧାନସଭା ପରିସର ପାଲଟିଲା ରଣକ୍ଷେତ୍ର। ଚିରାଗଲା ପୋଷ୍ଟର। ଫଳରେ ଗୃହକୁ…