ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ
ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ!-->…