ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର

କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା ସ୍ବାମୀ ମହେନ୍ଦ୍ର ଖରା ସହ ଦୁଇ…

ଘରେ ନିଆଁ ଲାଗି ଜଳିଗଲେ ମା ଝିଅ

ସମ୍ବଲପୁର : ମାଆ ଝିଅ ଜୀବନ୍ତ ଦଗ୍ଧ । ସମ୍ବଲପୁର ମାନେଶ୍ବର ସ୍ଥିତ ହାଟପଦା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଦୁଇ ମହଲା ଘରର ଉପର ମହଲାରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ମୃତ ମା’…

୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କଲା ବିଜେପି

ପାଖେଇ ଆସିଲାଣି ମହାରାଷ୍ଟ୍ର ନିର୍ବାଚନ। ତେବେ ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍‌ରେ ବିଜେପି। ବିଦ୍ରୋହୀ ନେତାଙ୍କ ବିରୋଧରେ ଦଳ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। ୩୭ ଟି ଆସନରେ ବିଦ୍ରୋହ କରିଥିବା ୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କରିଛି। ଏହାପୂର୍ବରୁ ଉଦ୍ଧବ ଠାକରେ ମଧ୍ୟ…

ଇଞ୍ଜିନୟରିଂ କଲେଜ ଜୁନିଅର ଛାତ୍ରଙ୍କୁ ପିଟିଲେ ସିନିଅର ଛାତ୍ର

କେନ୍ଦୁଝର: କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ଅଭିଯୋଗ। ୫ ଜଣ ସିନିଅର୍ ହଷ୍ଟେଲରେ ପଶି ମାଡ଼ ମାରିଥିବା ଅଭିଯୋଗ l ଆକ୍ରମଣରେ ଆହତ ଜୁନିଅର ଛାତ୍ର ଜିଲ୍ଲା ମୁଖ୍ୟ…

ପୁଣି ଥରେ ରାଷ୍ଟ୍ରପତି ହେବେ ଡୋନାଲ୍ଡ ଟ୍ରମ୍ପ୍‌

ଅବ୍‌କି ବାର୍‌ ଟ୍ରମ୍ପ ସରକାର। ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହେବେ ଡୋନାଲ୍ଡ ଟ୍ରମ୍ପ। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ରେସ୍‌ରେ ​​ଡୋନାଲ୍ଡ ଟ୍ରମ୍ପ ବାଜି ମାରିଛନ୍ତି। ସେ ଜିତିଛନ୍ତି ହ୍ୱାଇଟ୍‌ ହାଉସ୍‌ ଲଢ଼େଇ। ୟୁଏସ୍‌ ମିଡିଆର ତଥ୍ୟ ଅନୁଯାୟୀ, ରିପବ୍ଲିକାନ୍‌…

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ

ଭୁବନେଶ୍ୱର : ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ । କହିଛନ୍ତି ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ । ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍‌ । ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ ତଥା ବାରଙ୍ଗ ରେଲୱେ ଲାଇନ୍‌ ଉପରେ…

ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟଙ୍କର ଅଗ୍ନିକାଣ୍ଡ

ଖୋର୍ଦ୍ଧା: ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଲାଗିଲା ନିଆଁ। ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଏହି ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନଥିବା ଜଣା ପଡିଛି। ଗତକାଲି…

ରାଜ୍ୟ ସ୍ତରୀୟ ନେଟ୍ ବୋଲ ପ୍ରତିଯୋଗିତା : ଭାଗ ନେବାପାଇଁ ନବରଙ୍ଗପୁର ର ୧୭ ବର୍ଷ ରୁ କମ୍ ବାଳକ ଦଳ …

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷ ରୁ କମ୍ ବାଳକ ବିଭାଗର ନେଟ୍ ବୋଲ ଦଳ ଆଜି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେବାପାଇଁ ,କଟକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।ଏହି ଦଳରେ ସମୁଦାୟ ୧୨ ଜଣ ଛାତ୍ର ଙ୍କ ସହ ମେନେଜେର ଭାବେ ମନୋଜ ପୂଜାରୀ ଶାରୀରିକ ଶିକ୍ଷା…

ଦେବଦୂତ ସାଜିଲା କୋ-ଅପେରଟିଭ ସୋସାଇଟି

ପାତ୍ରପୁର : ଦୁଃଖର ରୂପ ଅନେକ l ଦୁଃଖୀ ମଣିଷଟି ଆତୁରରେ ରୋଗରୁ ମୁକ୍ତି ପାଇଁ ପ୍ରାର୍ଥନା କରୁଥିବl ବେଳେ ପେଟର ଭୋକ ଆହୁରି କଷ୍ଟ ଦେଇଥାଏ l ନା କହିପାରେ ନା ସାହିପାରେ l କେବଳ ଦୁଃଖକୁ ସାଥି କରି ଭାଗ୍ୟକୁ ଆଦରି ଆଖିରୁ ଲୁହଝରାଇ ଦିନ ଗଣିବା ବ୍ୟତୀତ ଆଉ କିଛି ଚାରା ନାହିଁ l ଏମିତି…

ଟିକାବାଲିରେ ଜିଲ୍ଲା ସ୍ତରୀୟ ପାରମ୍ପରିକ ଖାଦ୍ୟ ମେଳା ଆୟୋଜିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ଟିକାବାଲି ଶ୍ରୀ ଅନ୍ନ କାର୍ଯ୍ୟକ୍ରମର ମିଳିତ ଉଦ୍ୟମରେ ଆୟୋଜିତ ଏହି…