୬ ବର୍ଷ ପରେ ବସିଲା ବିଧାନସଭା, କିନ୍ତୁ ଧାରା ୩୭୦ ପାଇଁ ହେଲା ହଙ୍ଗାମା
ଦୀର୍ଘ ୬ ବର୍ଷ ପରେ ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି। ନିକଟରେ ନିର୍ବାଚନ ଓ ସରକାର ଗଠନ ପ୍ରକ୍ରିୟା ଶେଷ ହେବା ପରେ ଆଜି ବିଧାନସଭା ଅଧିବେଶନ ବସିଛି। ହେଲେ ୬ ବର୍ଷ ପରେ ବସିଥିବା ବିଧାନସଭାର ପ୍ରଥମ ଦିନରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି।!-->…