ଅଭିଯୋଗ ପରେ ହଟିଲେ ମହାରାଷ୍ଟ୍ର DGP
ମହାରାଷ୍ଟ୍ର ନିର୍ବାଚନ ପୂର୍ବର ବଡ଼ ନିଷ୍ପତ୍ତି ନେଲେ ନିର୍ବାଚନ କମିଶନର। ବିରୋଧୀଙ୍କ ଅଭିଯୋଗ ପରେ ଆକ୍ସନ ମୁଡ୍କୁ ଆସିଲେ ଇସି। ହଟିଲେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା। ତାଙ୍କ ଟ୍ରାନ୍ସଫର ହୋଇଛି।
ପ୍ରକୃତରେ କଂଗ୍ରେସ ସମେତ ଅନ୍ୟାନ୍ୟ ରାଜନୈତିକ ଦଳ ଡିଜିପି ରଶ୍ମୀ ଶୁକ୍ଲାଙ୍କ!-->!-->!-->…