୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ନିବେଶକକଙ୍କୁ ନିମନ୍ତ୍ରଣ କରିବା ପାଇଁ ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ସେଠିକା ବଡ ବଡ ବ୍ୟବସାୟୀଙ୍କ ସହ ଆଲୋଚନା କରି ଓଡିଶାରେ ପୁଞ୍ଜି ନିବେଶ କରିବା ପାଇଁ ପ୍ରସ୍ତାବ ରଖୁଛନ୍ତି । ଏଡି ପରିପ୍ରେକ୍ଷୀରେ ୩ ଦିନିଆ ବିଦେଶ!-->…