ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ଜୀବନ ପ୍ରମାଣପତ୍ର ଦାଖଲ
ଫୁଲବାଣୀ : ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତରେ କାର୍ଯ୍ୟ ଆରମ୍ଭ ହୋଇଛି I ଏହି ଅବସରରେ ଉପକୋଷାଗାର ଅଧିକାରୀ ସୁଧାକର କହଁର, ମିନତି କୁମାରୀ ମିଶ୍ର,ତପନ କୁମାର ଦିଗାଳ,!-->…