୨ଟି ନାମାଙ୍କନ ପତ୍ର ଦାଖଲ କଲେ ନୱାବ ମଲିକ
ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଅଜିତ ପାୱାରଙ୍କ ଏନସିପିର ନେତା ନୱାବ ମଲିକ ଆଜି ମୁମ୍ବାଇର ମନଖୁର୍ଦ ଶିବାଜୀ ନଗର ନିର୍ବାଚନ ମଣ୍ଡଳୀରୁ ୨ଟି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଗୋଟିଏ ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଓ ଏନସିପିର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ!-->…