ସରକାରୀ ବୃନ୍ଦାବନ ବିଦ୍ୟାଳୟର ପୋଷାକ ବିତରଣ ଉତ୍ସବ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଵୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ପୋଷକ ଵିତରଣ ଉତ୍ସବ ପାଳିତ ହୋଇଯାଇଛି। ଵିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,!-->…