ରାଜ୍ୟବ୍ୟାପୀ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ସଂଘ
ନଭେମ୍ବର ୧ରୁ ଠପ ହେବ ୧୦୮ ଆମ୍ବୁଲାନ୍ସ । ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଗଡିବନି ୧୩୦୦ ଆମ୍ବୁଲାନ୍ସ । ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨୦୦ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରିନଥିବା ଅଭିଯୋଗ ହୋଇଛି । ସମଗ୍ର ରାଜ୍ୟରେ ୬ ହଜାର!-->…